ଓଡ଼ିଶାର କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର, ବାରବାଟୀରେ ଖେଳାଯିବ ଇଂଲଣ୍ଡ-ଭାରତ ୱାନ ଡେ ମ୍ୟାଚ
ଭୁବନେଶ୍ବର: ଓଡ଼ିଶାର କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର। ବାରବାଟୀକୁ ଫେରିଲା ଆନ୍ତର୍ଜାତୀୟ ମ୍ୟାଚ। ଐତିହାସିକ ବାରବାଟୀ ଷ୍ଟାଡ଼ିୟମରେ ୨୦୨୫ ଫେବୃଆରୀ ୯ ତାରିଖ(ରବିବାର) ଦିନ ଭାରତ-ଇଂଲଣ୍ଡ ମଧ୍ୟରେ ଦିନିକିଆ ମ୍ୟାଚ ଖେଳାଯିବ।ଏହିଦିନ ବାରବାଟୀରେ ମୁହାଁମୁହିଁ ହେବ ଭାରତ ଓ ଇଂଲଣ୍ଡ । ଦ୍ବିତୀୟ ଦିନିକିଆରେ ଉଭୟ ଟିମ୍ ବାରବାଟୀରେ ପରସ୍ପରକୁ ଭେଟିବେ। ଏଠାରେ ସୂଚନା ଯୋଗ୍ୟ ଯେ ୨୦୨୫ରେ ଇଂଲଣ୍ଡ ଭାରତ ଗସ୍ତରେ ଆସି ୩ଟି ଦିନିକିଆ ମ୍ୟାଚ ଖେଳିବ। ଏହି ଅବସରରେ ଭାରତ-ଇଂଲଣ୍ଡ ମଧ୍ୟରେ ୩ଟି … Continue reading ଓଡ଼ିଶାର କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର, ବାରବାଟୀରେ ଖେଳାଯିବ ଇଂଲଣ୍ଡ-ଭାରତ ୱାନ ଡେ ମ୍ୟାଚ
Copy and paste this URL into your WordPress site to embed
Copy and paste this code into your site to embed