ଜୁଲାଇ ପହିଲାରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଜୁଲାଇ ପହିଲାରୁ ଆରମ୍ଭ ହେବ। ଆଜି ଏ ନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ ୨୦୨୪ ଜୁଲାଇ ୧ ତାରିଖ ପୂର୍ବାହ୍ନ ୧୧ଟାରୁ ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ … Continue reading ଜୁଲାଇ ପହିଲାରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି