www.samajalive.in
Saturday, December 6, 2025
17.1 C
Bhubaneswar

ଓଡିଆ ବିଶ୍ବବିଦ୍ୟାଳୟ ନୂତନ ସୌଧ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ନୂଆ ଓଡିଶାର ଇତିହାସରେ ଆଉ ଏକ ଉଜ୍ଜ୍ଵଳ ଅଧ୍ୟାୟ ଯୋଡି ହୋଇଛି। ସତ୍ୟବାଦୀ ଓଡିଆ ବିଶ୍ବବିଦ୍ୟାଳୟ ନୂତନ ସୌଧ ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଏହାର ଲୋକାର୍ପଣ କରିଛନ୍ତି।  ପ୍ରାୟ ୯ ଏକର ଜାଗାରେ ଏହି ଓଡିଆ ବିଶ୍ବ ବିଦ୍ୟାଳୟ ନିର୍ମାଣ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି ଓଡିଆ ବିଶ୍ବବିଦ୍ୟାଳୟର ନୂତନ ସୌଧ ଲୋକାର୍ପଣ କରି ମୁଁ ବହୁତ୍ ଖୁସି। ଓଡିଆ ଭାଷା ପାଇଁ ସଂଗ୍ରାମ କରିଥିବା ବରପୁତ୍ର ମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନ ଜଣାଇଛନ୍ତି। ନିକଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହୋଇଛି। ଜାନୁଆରୀ ୨୭ ତାରିଖରେ ସମଲେଇ ପ୍ରକଳ୍ପର ଲୋକାର୍ପଣ ହେବ । ଏବଂ ଫେବୃଆରୀ ୩ ତାରିଖରେ ପ୍ରଥମ ଓଡିଆ ବିଶ୍ବଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଯାହା ଓଡିଶାବାସୀଙ୍କ ପାଇଁ ଏହା ଏକ ଗୌରବର ସମୟ ହେବ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories