www.samajalive.in
Sunday, December 7, 2025
14.1 C
Bhubaneswar

ବରଗଡ଼଼ ଓ ସମ୍ବଲପୁରରେ ବି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବରଗଡ଼଼ ଓ ସମ୍ବଲପୁରରେ ବି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ। ବରଗଡ଼଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେବା ଅବସରରେ ଘୋଷଣା କରି କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କେବଳ ଭୁବନେଶ୍ୱରରେ ସୀମିତ ରହିବ ନାହିଁ। ଭୁବନେଶ୍ୱର ଭଳି ବରଗଡ଼଼ ଓ ସମ୍ବଲପୁରରେ ବି ଅଭିଯୋଗ ଶୁଣାଣି ହେବ। ବରଗଡ଼଼ ଓ ସମ୍ବଲପୁରରେ ବି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ। ବରଗଡ଼଼ ଓ ସମ୍ବଲପୁରରେ ବି ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣିବେ ବୋଲି ଘୋଷଣା ହେବ ପରେ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories