www.samajalive.in
Wednesday, December 10, 2025
17.1 C
Bhubaneswar

ଅଗଷ୍ଟ ୧୯ ଏବଂ ୨୬ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୧୯ ତାରିଖ(ସୋମବାର ) ଏବଂ ଅଗଷ୍ଟ ୨୬ତାରିଖ(ସୋମବାର)ରେ ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ସରକାରୀ ଛୁଟି ଥିବାରୁ ଏହି ଦିନଗୁଡ଼ିକରେ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories