www.samajalive.in
Saturday, December 6, 2025
26.1 C
Bhubaneswar

ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ବର:  ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ଆସନ୍ତା କାଲି ଜୁଲାଇ ୨୯ ତାରିଖ (ସୋମବାର) ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ । ଆସନ୍ତା କାଲି ଜୁଲାଇ ୨୯ ତାରିଖ (ସୋମବାର) ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories