www.samajalive.in
Saturday, December 13, 2025
26.1 C
Bhubaneswar

ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆସନ୍ତାକାଲି ଅଗଷ୍ଟ ୧୨ ତାରିଖ (ସୋମବାର)ରେ ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ।  ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories