www.samajalive.in
Monday, December 8, 2025
13.1 C
Bhubaneswar

ଜୁଲାଇ ୮ ତାରିଖ (ସୋମବାର) ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟ ସରକାର ୮ ତାରିଖ (ସୋମବାର)କୁ ଛୁଟି
ଘୋଷଣା କରିଛନ୍ତିା ଛୁଟି ଘୋଷିତ ହେବାରୁ ୮ ତାରିଖ (ସୋମବାର) ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ
ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରୁ ଜଣାପଡ଼ିଛିା

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories