www.samajalive.in
Monday, December 15, 2025
24.1 C
Bhubaneswar

ଅକ୍ଟୋବର ୭ ଏବଂ ୧୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ବର:  ଆସନ୍ତା ଅକ୍ଟୋବର ୭ ତାରିଖ ଏବଂ ଅକ୍ଟୋବର ୧୪ ତାରିଖ ( ଉଭୟ ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟଥିବାରୁ ଓ ୧୪ ତାରିଖ ଦିନ ଦୁର୍ଗାପୂଜା ଭସାଣି ହେତୁ, ୟୁନିଟ-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories