www.samajalive.in
Tuesday, December 9, 2025
16.1 C
Bhubaneswar

ସେପ୍ଟେମ୍ବର ୩୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର:ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ସେଦିନ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପରବର୍ତ୍ତୀ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories