www.samajalive.in
Sunday, December 14, 2025
19.1 C
Bhubaneswar

ଡିସେମ୍ବର ୨୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି

ଭୁବନେଶ୍ୱର: ଆଗାମୀ ଡିସେମ୍ବର ୨୩ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ।ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ  ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି  ବନ୍ଦ ରହିବ ଏବଂ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories