www.samajalive.in
Tuesday, December 9, 2025
16.1 C
Bhubaneswar

ସିଭିଜିଲ୍ ଆପ୍ – ୧୦୦ ମିନିଟ୍ ମଧ୍ୟରେ କାର୍ଯ୍ୟାନୁଷ୍ଠାନ

ଡେସ୍କ: ସିଭିଜିଲ୍ ଆପ୍ ଜରିଆରେ ନିର୍ବାଚନ ପ୍ରକ୍ରିୟା ଉପରେ ନିର୍ବାଚନ ଆୟୋଗ ତୀକ୍ଷ୍ଣ ନଜର ରଖିଛନ୍ତି। ଆଦର୍ଶ ଆଚରଣ ବିଧି ଉଲ୍ଲଂଘନର ରେକର୍ଡିଂ, ରିପୋର୍ଟିଂ ଏବଂ ସମାଧାନ ପାଇଁ ଏହା ଏକକ ଆପ୍। ଏହି ଆପ୍ ଜରିଆରେ ଫଟୋ, ଭିଡିଓ ଇତ୍ୟାଦି ଉଠାଇ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ପର୍କରେ ଅନଲାଇନ୍ ଅଭିଯୋଗ କରାଯାଇପାରିବ।


ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ସମ୍ପର୍କିତ ଅଭିଯୋଗ କରିବା ପାଇଁ ନିର୍ବାଚନ କମିଶନଙ୍କ ସିଭିଜିଲ୍ ଆପ୍ ଲୋକଙ୍କ ହାତରେ ଏକ ପ୍ରଭାବଶାଳୀ ଅସ୍ତ୍ର ପାଲଟିଛି। ନାଗରିକମାନେ ଏହି ଆପ୍ ମାଧ୍ୟମରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଏବଂ ବ୍ୟୟ ଉଲ୍ଲଂଘନ ବିଷୟରେ ରିପୋର୍ଟ କରିପାରିବେ। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି ଯେ ସିଭିଜିଲ ଆପ୍ ନାଗରିକମାନଙ୍କୁ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ବିଷୟରେ ଜଣାଇବା ପାଇଁ କ୍ଷମତା ପ୍ରଦାନ କରିଛି ଏବଂ ୧୦୦ ମିନିଟ୍ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରତିଶ୍ରୁତି ଦେଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories