www.samajalive.in
Tuesday, December 9, 2025
16.1 C
Bhubaneswar

ଆଜି ବିହାର ବିଧାନସଭାର ଅନ୍ତିମ ପର୍ଯ୍ୟାୟ ଭୋଟ

ପାଟନା : ବିହାର ବିଧାନସଭାର ଅନ୍ତିମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ୧୫ଟି ଜିଲାର ୭୮ଟି ବିଧାନସଭା ଆସନ ପାଇଁ ଶନିବାର ଭୋଟ ଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ବିଜେପି ୩୫ ଓ ତା’ର ସହଯୋଗୀ ସଂଯୁକ୍ତ ଜନତାଦଳ ୩୭ଟି ଆସନରେ ପ୍ରତିଦ୍ବନ୍ଦିତା କରୁଛି। ଅନ୍ୟପକ୍ଷରେ ମହାମେଣ୍ଟରୁ ଆରଜେଡି ୪୬ ଓ କଂଗ୍ରେସ ୨୫ଟି ଆସନରେ ପ୍ରାର୍ଥୀ ଛିଡ଼ା କରାଇଛି। ଏହି ପର୍ଯ୍ୟାୟରେ ୨.୩୫ କୋଟି ଭୋଟର ୧୨୦୪ ପ୍ରାର୍ଥୀଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବେ।

ଏହି ପ୍ରାର୍ଥୀଙ୍କ ମଧ୍ୟରେ ୧୦୯୪ ପୁରୁଷ ଓ ୧୧୦ଜଣ ମହିଳା ଅଛନ୍ତି। ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ। ମତଦାନ ପାଇଁ ୩୩,୭୨୮ଟି ମତଦାନ କେନ୍ଦ୍ର ଖୋଲାଯାଇଛି। ନଭେମ୍ବର ୧୦ରେ ବିଧାନସଭା ନିର୍ବାଚନର ଭୋଟ ଗଣତି ହେବ। ସୂଚନା ଅନୁଯାୟୀ ଦ୍ୱିତୀୟ ପର୍ଯ୍ୟାୟରେ ମତହାର ୫୫.୭୦% ରହିଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories