www.samajalive.in
Friday, December 5, 2025
20.1 C
Bhubaneswar

ରାଜ୍ୟରେ ଦିନ ୧ଟା ସୁଦ୍ଧା ୩୯.୩୦ପ୍ରତିଶତ ମତଦାନ

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଚାଲିଛି ଭୋଟଗ୍ରହଣ। ୪ ସଂସଦୀୟ କ୍ଷେତ୍ର ପାଇଁ ଶାନ୍ତି ଶୃଙ୍ଖଳାରେ ମତଦାନ ହେଉଛି। ଦିନ ୧ଟା ସୁଦ୍ଧା ରାଜ୍ୟରେ ୩୯.୩୦ପ୍ରତିଶତ ରହିଛି। ନବରଙ୍ଗପୁରରେ ସର୍ବାଧିକ ୪୪.୧୯ପ୍ରତିଶତ ମତଦାନ ହୋଇଥିବା ବେଳେ ନୂଆପଡାରେ ସର୍ବନିମ୍ନ ୪୩.୧୩ ପ୍ରତିଶତ ରହିଛି। ଗଜପତିରେ ୪୦.୬୦ପ୍ରତିଶତ, କଳାହାଣ୍ଡିରେ ୪୨.୪୮ପ୍ରତିଶତ, କୋରାପୁଟରେ ୩୮.୨୫ପ୍ରତିଶତ ଏବଂ ମାଲକାନଗିରି ୩୯.୯୦ପ୍ରତିଶତ, ଗଞ୍ଜାମରେ ୩୨.୬୬ ପ୍ରତିଶତ ଓ ରାୟଗଡାରେ ୩୬.୧୧ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବାକୁ ଥିବାରୁ ଭୋଟ ହାର ଆହୁରି ବୃଦ୍ଧି ପାଇବା ନେଇ ଆଶା କରାଯାଉଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories