www.samajalive.in
Saturday, December 6, 2025
16.1 C
Bhubaneswar

କଟୁପଡା ଗାଁରେ ଘର ଭିତରୁ ହରିଣ ଉଦ୍ଧାର କଲା ବନବିଭାଗ

ପାଟଣା : ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ । ଆଜି (ଗୁରୁବାର) ସକାଳୁ କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ଅନ୍ତର୍ଗତ କଟୁପଡା ଗାଁ ଭିତରକୁ  ଏକ ହରିଣ ଖାଦ୍ୟ ଅନ୍ବେଷଣରେ ପଶିଆସି ଜଣେ ବ୍ୟକ୍ତି ଙ୍କ ଘର ଭିତରେ ପଶି ଯାଇଥିଲା। ହରିଣ ଟିକୁ କୁକୁର ଗୋଡ଼ାଇବାରୁ ହରିଣ ଟି ହାଲିହା ହୋଇ ଗାଁର ବାସୁ ନାଏକ ଙ୍କ ଘର ଭିତରକୁ ପଶି ଯାଇଥିଲା।‌ ଖବର ପାଇ ସାହାରପଡା ବନପାଳ ଭୂପତି ସେଠୀ ଓ ଅନ୍ୟ ବନ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଘର ଭିତରୁ ହରିଣଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ । ଉଦ୍ଧାର ପରେ ହରିଣଟିକୁ ନିକଟସ୍ଥ ଜଙ୍ଗଲରେ ଛାଡିଯାଇଥିବା ବନ ବିଭାଗ ପକ୍ଷରୁ ସୂଚନା ଦେଇଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories