www.samajalive.in
Monday, December 15, 2025
26.1 C
Bhubaneswar

ଫେବୃଆରୀ ୮ରେ ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’

ଭୁବନେଶ୍ୱର: ଫେବୃଆରୀ ୮ରେ ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା କହିଛନ୍ତି ଯେ ଯାଜପୁରରେ ‘ସୁଭଦ୍ରା’ ବଣ୍ଟନ କାର୍ଯ୍ୟକ୍ରମ ରହିଛି। ୩ ଓ ୪ ତାରିଖରେ ବ୍ୟାଙ୍କରେ ଏନପିସିଆଇ ଚେକ କରିପାରିବେ। ଛୋଟ ଛୋଟ ସମସ୍ୟାକୁ ବ୍ୟାଙ୍କ ଯାଇ ତୁରନ୍ତ ସମାଧାନ କରନ୍ତୁ। ଚତୁର୍ଥ ପର୍ଯ୍ୟାୟରେ ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଟପିପାରେ। ଫେବୃଆରୀରେ ଯଦି ‘ସୁଭଦ୍ରା’ଟଙ୍କା ପାଇବାରୁ ବଞ୍ଚିତ ହୁଅନ୍ତି ତାହେଲେ ଯାଞ୍ଚ କରବା ପାଇଁ ଏକ ମାସ ରହିଛି। ମାର୍ଚ୍ଚା ୮ ସୁଦ୍ଧା ଯାଞ୍ଚ କରି ତଥ୍ୟ ଦାଖଲ କଲେ ଟଙ୍କା ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ପ୍ରକାଶ କରିଛନ୍ତି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories