www.samajalive.in
Sunday, November 16, 2025
15.1 C
Bhubaneswar

ଜାତୀୟସ୍ତରରେ ପାଳନ ହେବ ଡ.ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ

ଭୁବନେଶ୍ବର: ଜାତୀୟ ସ୍ତରରେ ପାଳନ ହେବ ଉତ୍କଳ କେଶରୀ ଡକ୍କର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ।  ଡ.ମହତାବଙ୍କ ଜୟନ୍ତୀକୁ ଜାତୀୟ ସ୍ତରୀୟ ଉତ୍ସବ ଭାବେ ପାଳନ କରିବାକୁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି।

- Advertisement -

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଏକ୍ସ ହ୍ୟଣ୍ଡେଲ୍‌ରେ ଟ୍ବିଟ କରି ଲେଖିଛନ୍ତି ଯେ ଭାରତ ସରକାରଙ୍କ ପକ୍ଷରୁ  ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଜାତୀୟ ସ୍ତରରେ ପାଳନ କରାଯିବା ନେଇ ନିଷ୍କତ୍ତି ନିଆଯାଇଛି। ଓଡ଼ିଆ ଅସ୍ମିତା ପାଇଁ ଏହି ମହାନ ଜାତୀୟ ଜନନାୟକଙ୍କ ନିମନ୍ତେ ଏହା ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳୀ। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କୁ ଏଥିପାଇଁ କୃତଜ୍ଞତା ଜ୍ଞାପନ କରୁଛି ବୋଲି ସେ ପ୍ରକାଶ କରିଛନ୍ତି।

Hot this week

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

୧୦ ଡିଗ୍ରୀ ତଳେ କନ୍ଧମାଳର ୨ ସହର

ଭୁବନେଶ୍ବର : ରାଜ୍ୟରେ ଧୀରେ ଧୀରେ ଶୀତ ବଢୁଛି। କନ୍ଧମାଳ ଜିଲାର...

Related Articles

Popular Categories