www.samajalive.in
Sunday, December 7, 2025
14.1 C
Bhubaneswar

ଚମ୍ପୁଆ ବିଧାୟକ ସନାତନ ମହାକୁଡଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି

ସମାଜ ଡିଜିଟାଲ ଡେସ୍କ: ଚମ୍ପୁଆ ବିଧାୟକ ସନାତନ ମହାକୁଡଙ୍କୁ ହାଇକୋର୍ଟରୁ ମିଳିଛି ଆଶ୍ୱସ୍ତି। ଚମ୍ପୁଆ ବିଧାନସଭା ନିର୍ବାଚନୀ ମାମଲାକୁ ଖାରଜ କରିଛନ୍ତି ହାଇକୋର୍ଟ। ସ୍ୱାଧୀନ ପ୍ରାର୍ଥୀ ଗୁରୁବନ୍ତ ସିଂ ଅଲୁୱାଲିୟା କରିଥିବା ମାମଲା ଧାର୍ଯ୍ୟ ସମୟ ସୀମା ମଧ୍ୟରେ ଆବେଦନ ଦାୟର ହୋଇନଥିବାରୁ ମାମଲାକୁ କୋର୍ଟ ଖାରଜ କରି ଦେଇଛନ୍ତି। ମାମଲା ଖାରଜ ହେବା ପରେ ସନାତନ ମହାକୁଡଙ୍କୁ ଆଶ୍ୱସ୍ତି ମିଳିଛି।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories