www.samajalive.in
Monday, December 8, 2025
27.1 C
Bhubaneswar

ମନ୍ତ୍ରୀଗଣ ଦାଖଲ କଲେ ସମ୍ପତ୍ତି ତାଲିକା

୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ରାଜ୍ୟର ସମସ୍ତ ମନ୍ତ୍ରୀ ଆଜି ସେମାନଙ୍କ ସମ୍ପତ୍ତି ତାଲିକା ପ୍ରଦାନ କରିଛନ୍ତି। ଏହି ତାଲିକା ଅନୁଯାୟୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ୬୪ କୋଟି ୯୮ ଲକ୍ଷ ୧୯ ହଜାର ୭୬୪ ଟଙ୍କା ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ରହିଥିବା ଜଣାପଡିଛି। ସେହିପରି ମନ୍ତ୍ରୀ ଅରୁଣ ସାହୁଙ୍କ ୮୯ ଲକ୍ଷ ୯୩ ହଜାର ୪୩୯ ଟଙ୍କା, ଅଶୋକ ପଣ୍ଡାଙ୍କ ୮ କୋଟି ୩୪ ଲକ୍ଷ ୪୮ ହଜାର ୯୯୪ ଟଙ୍କା, ତୁଷାରକାନ୍ତି ବେହେରାଙ୍କ ୩୨ ଲକ୍ଷ ୩୩ ହଜାର ୪୭୧ ଟଙ୍କା, ସୁଶାନ୍ତ ସିଂହଙ୍କ ୪ କୋଟି ୯୩ ଲକ୍ଷ ୯୪ ହଜାର ୬୪୪ ଟଙ୍କା ଓ ସୁଦାମ ମାରାଣ୍ଡିଙ୍କ ୨ କୋଟି ୬୧ ଲକ୍ଷ ୧୮ ହଜାର ୨୬ ଟଙ୍କା ସମ୍ପତ୍ତି ଥିବା ଦର୍ଶାଯାଇଛି।

ଅନ୍ୟ ପକ୍ଷରେ ମନ୍ତ୍ରୀ ବିକ୍ରମ ଆରୁଖଙ୍କ ୪ କୋଟି ୭୮ ଲକ୍ଷ ୪୭ ହଜାର ୪୭୧ ଟଙ୍କା, ଦିବ୍ୟ ଶଙ୍କର ମିଶ୍ରଙ୍କ ୭ କୋଟି ୩୧ ଲକ୍ଷ ୭୬ ହଜାର ୪୦୮ ଟଙ୍କା, ନିରଞ୍ଜନ ପୂଜାରୀଙ୍କ ୪ କୋଟି ୩୪ ଲକ୍ଷ ୬୫ ହଜାର ୩୦୮ ଟଙ୍କା, ପ୍ରତାପ ଜେନାଙ୍କ ୧୦ କୋଟି ୩୫ ଲକ୍ଷ ୨୯ ହଜାର ୯୧୧ ଟଙ୍କା, ସମୀର ଦାଶଙ୍କ ୨ କୋଟି ୨୩ ଲକ୍ଷ ୭୫ ହଜାର ୭୬୧ ଟଙ୍କା ଓ ପ୍ରଫୁଲ୍ଲ ମଲ୍ଲିକଙ୍କ ୩୯ ଲକ୍ଷ ୨୮ ହଜାର ୮୩୧ ଟଙ୍କା ସମ୍ପତ୍ତି ଥିବା ଜଣାପଡିଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories