ନୂଆଦିଲ୍ଲୀ: କଂଗ୍ରେସର ପ୍ରାର୍ଥୀ ଚୟନ ପାଇ ଚାଲିଛି କସରତ। ଦଳ ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିପାରେ। ଗୁରୁବାର ବିଳମ୍ବିତ ରାତି ଯାଏଁ ଦଳର ପ୍ରଥମ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସିଥିଲା। ଏଥିରେ ୨୦୨୪ ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସମ୍ପର୍କରେ ଆଲୋଚନା କରାଯାଇଥିଲା। ବୈଠକରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସମେତ ବରିଷ୍ଠ ନେତାମାନେ ଯୋଗ ଦେଇଥିଲେ।
Popular Categories



