www.samajalive.in
Saturday, December 6, 2025
26.1 C
Bhubaneswar

ନବନିର୍ମିତ ଫତେଗଡ ରାମ ମନ୍ଦିରରୁ ଚୋରି

ନୟାଗଡ: ନୟାଗଡ ଫତେଗଡ ଥାନା ଗିରି ଗୋବର୍ଦ୍ଧନ ପାହାଡ ଉପରେ ନବନିର୍ମିତ ଶ୍ରୀରାମ ମନ୍ଦିରରୁ ଚୋରି। ବିଳମ୍ବିତ ରାତିରେ ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା, ସୁନା , ରୂପା ଚୋରି କରିନେଇଛନ୍ତି ଦୁର୍ବୁତ୍ତ। ସକାଳୁ ମନ୍ଦିରର ମୁଖ୍ୟ ଫାଟକ ଓ ହୁଣ୍ଡି ଭଙ୍ଗା ଯାଇଥିବା ଦେଖିବାକୁ ପାଇ ପୂଜକ ମନ୍ଦିର କମିଟିକୁ ଖବର ଦେଇଥିଲେ। ଏ ନେଇ ମନ୍ଦିର କମିଟି ପକ୍ଷରୁ ଫତେଗଡ ଥାନାରେ ଏତଲା ଦିଆଯାଇଛି। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ତନାଘନା ଜାରି ରଖିଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories