www.samajalive.in
Sunday, December 7, 2025
13.1 C
Bhubaneswar

ବଦଳିଲା ସ୍କୁଲ ୟୁନିଫର୍ମ ରଙ୍ଗ, ସବୁଜ ବଦଳରେ ବାଦାମୀ ରଙ୍ଗ ୟୁନିଫର୍ମ ପିନ୍ଧିବେ ଛାତ୍ରଛାତ୍ରୀ

ଭୁବନେଶ୍ବର: ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସ୍କୁଲ ୟୁନିଫର୍ମ ରଙ୍ଗ। ସବୁଜ ବଦଳରେ ବାଦାମୀ ରଙ୍ଗ ୟୁନିଫର୍ମ ଛାତ୍ରଛାତ୍ରୀ ପିନ୍ଧିବେ। ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ବଦଳିଲା। ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ବଦଳିଥିବା ନୂଆ ବାଦାମୀ ରଙ୍ଗ ୟୁନିଫର୍ମ ପିନ୍ଧିପାରିବେ। ଏସବୁ ସ୍କୁଲଗୁଡ଼ିକୁ ସରକାର ୟୁନିଫର୍ମ ଯୋଗାଇଦେବେ। ଏ ନେଇ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟକୁ ଗଣ ଶିକ୍ଷା ବିଭାଗ ଚିଠି ଲେଖିଥିବା ସୂଚନା ମିଳିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories