www.samajalive.in
Friday, December 5, 2025
20.1 C
Bhubaneswar

ବାପା,ମାଆଙ୍କୁ ହାଣିଲା ନୃଶଂସ ପୁଅ

ଚାନ୍ଦବାଲି:  ପାରିବାରିକ କଳହରେ କରୁଣ ପରିଣତି ଦେଖିବାକୁ ମିଳିଛି । ସମ୍ପତ୍ତି ପାଇଁ ପୁଅ ଭୁଲିଗଲା ସମ୍ପର୍କ ।ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ଖେରଙ୍ଗ ପଂଚାୟତ ତଳବନ୍ଧ ଗାଁରେ ବାପା ଓ ମା କୁ ହାଣିଲା ନୃଶଂସ ପୁଅ । ଗୁରୁତୁର ଅବସ୍ଥାରେ ବୃଦ୍ଧ ବାପା ମାଙ୍କୁ ଉଦ୍ଧାର କରାଯାଇ ଚାନ୍ଦବାଲି ମେଡିକାଲରେ ଭର୍ତି କରାଯାଇଥିଲା। ଅବସ୍ଥା ସଂକଟପର୍ଣ୍ଣ ହେବାରୁ ପରେ ତାଙ୍କୁ କଟକ ବଡ଼ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି। ଅଭିଯୁକ୍ତ ପୁଅ ହେଉଛି ଖେରଙ୍ଗ ପଂଚାୟତ ତଳବନ୍ଧ ଗାଁ ମନୋଜ ନାୟକ । ଏହି ଘଟଣାରେ ପୁଲିସ ପହଂଚି ତଦନ୍ତ ଆରମ୍ଭ କରିଛି। ବୃଦ୍ଧ ପିତା ହେଉଛନ୍ତି ମଧୁସୂଦନ ନାୟକ ଓ ମାତା ମାଧୁରୀ ନାୟକ ବୋଲି ଜଣାପଡିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories