ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ଓଡ଼ିଶା ବିଦ୍ୟୁତ୍‌‌ ନିୟାମକ ଆୟୋଗ(ଓଇଆରସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ସୁରେଶ ମହାପାତ୍ରଙ୍କ ଅବସର ଗ୍ରହଣ ପରେ ଓଇଆରସି ଅଧ୍ୟକ୍ଷ ପଦ ଖାଲି ପଡ଼ିଥିଲା। ଓଇଆରସି ଅଧ୍ୟକ୍ଷ ଭାବେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ନିଯୁକ୍ତି ଦିଆଯାଇଥିବା ନେଇ ଆଜି ସୂଚନା ଦିଆଯାଇଛି।

Comments are closed.