www.samajalive.in
Sunday, December 7, 2025
14.1 C
Bhubaneswar

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକରେ ଅଭାବନୀୟ ଘଟଣା ଘଟିଛି। ଶ୍ରଦ୍ଧାପୁର ଗାଁର ଜଣେ ବ୍ୟକ୍ତି ବିଦ୍ୟୁତ୍ ଖୁଣ୍ଟରେ ଚଢି କାମ କରୁଥିବାବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲେ।  ହଠାତ୍ ସେ ବିଦ୍ୟୁତ୍ ଖୁଣ୍ଟରୁ ତଳକୁ  ଖସି ପଡିଥିଲେ। ପରେ ସ୍ଥାନୀୟ ଲୋକ ତାଙ୍କୁ ଗୁରୁତର ଅବସ୍ଥାରେ ଜଳେଶ୍ଵର ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଯୁବକ ଜଣକ ଶ୍ରଦ୍ଧାପୁର ଗାଁର ଧନଞ୍ଜୟ ବୋଲି ଜଣାପଡିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories