www.samajalive.in
Thursday, December 11, 2025
13.1 C
Bhubaneswar

ଦିଲ୍ଲୀରେ ବିଜେଡି ସହ ମେଣ୍ଟ ସମ୍ପର୍କରେ ହୋଇନି ଆଲୋଚନା, ଓଡ଼ିଶାରେ ଏକାକୀ ଲଢ଼ିବ ବିଜେପି-ମନମୋହନ ସାମଲ

ଭୁବନେଶ୍ବର: ଦିଲ୍ଲୀରୁ ଫେରି ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇ କହିଛନ୍ତି ଯେ ବିଜେଡି ସହ ମେଣ୍ଟ ପ୍ରସଙ୍ଗରେ ଦିଲ୍ଲୀରେ କୌଣସି ଆଲୋଚନା ହୋଇନାହିଁ। ମେଣ୍ଟ ସମ୍ପର୍କରେ ଦିଲ୍ଲୀରେ କୌଣସି ଚର୍ଚ୍ଚା କିମ୍ବା ଆଲୋଚନା କରାଯାଇନାହିଁ। ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ। ଉଭୟ ଲୋକସଭା ଓ ବିଧାନସଭାରେ ବିଜେପି ଏକାକୀ ଲଢ଼ିବ। ବିଜେପି କିଭଳି ସରକାର କରିବ, ସେନେଇ ଦିଲ୍ଲୀରେ ଆଲୋଚନା ହୋଇଛି। ଉଭୟ କେନ୍ଦ୍ର ଓ ରାଜ୍ୟରେ ବିଜେପି ସରକାର ନେଇ ନୂଆଦିଲ୍ଲୀରେ ଆୟୋଜିତ ବିଜେପିର କୋର କମିଟି ବୈଠକରେ ଆଲୋଚନା ହୋଇଛି ବୋଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories