www.samajalive.in
Saturday, December 6, 2025
17.1 C
Bhubaneswar

ବିରିଡି ଥାନାରେ ଥାର୍ଡ ଡିଗ୍ରୀ ! ପୁଲିସ୍‌ର ଏ କି ନ୍ୟାୟ ?

ଜଗତସିଂହପୁର:  ଜଗତସିଂହପୁର ଜିଲ୍ଲା ବିରିଡି ଥାନାରେ ଥାର୍ଡ ଡିଗ୍ରୀ ଅଭିଯୋଗ ହୋଇଛି। ଏଭଳି କିଛି ଅଭିଯୋଗ ଆସିଛି ବାଲିଆ ଅଞ୍ଚଳର ପାର୍ଥ ସାରଥୀ ଦାସ। ଅଭିଯୋଗ ଅନୁସାରେ ଥାନା ଭିତରେ ପାର୍ଥ ସାରଥୀଙ୍କୁ ଅମାନୁଷିକ ଭାବେ ମାଡ ମରାଯାଇଥିବାରୁ ସେ ଗୁରୁତର ଥିଲେ। ଚିକିତ୍ସିତ ହେବା ପରେ ଗତ ୩ ତାରିଖରେ ଜଗତସିଂହପୁର ଏସପି ଓ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ କରିବେ ବୋଲି କହିଛନ୍ତି ପାର୍ଥ । ଗତ ଜୁଲାଇ ୨୫ ତାରିଖ ଦିନ ବିରିଡି ବ୍ଲକ କାର୍ଯ୍ୟାଳୟରେ ବିଧାୟକ ରମାକାନ୍ତ ଭୋଇଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ହେବାର ଥିଲା । ମାତ୍ର ସମୀକ୍ଷା ବୈଠକ ନକରି ବିଧାୟକ ଚାଲିଯିବା କାରଣରୁ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା । ପୁଲିସ୍ ଘଟଣା ସ୍ଥଳରୁ ପାର୍ଥଙ୍କୁ ଉଠାଇ ନେଇ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି ।

 

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories