ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଜୋରଦାର

ଡେସ୍କ: ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ପ୍ରଚାର ଜୋରଦାର ହୋଇଥିବା ବେଳେ ପ୍ରମୁଖ ରାଜନୈତିକ ଦଳର ଶୀର୍ଷ ନେତାମାନେ ସମଗ୍ର ଦେଶରେ ରାଲି ଓ ରୋଡ୍ ସୋ ଜରିଆରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଜୋରଦାର ପ୍ରୟାସ କରୁଛନ୍ତି।ମେ’ ୭ ତାରିଖରେ ଏହି ପର୍ଯ୍ୟାୟରେ ୧୦ଟି ରାଜ୍ୟ ଏବଂ ୨ଟି କେନ୍ଦ୍ରଶାସିତ ଅଞ୍ଚଳର ୯୫ଟି ସଂସଦୀୟ କ୍ଷେତ୍ରରେ ମତଦାନ ହେବ। ଏହି ପର୍ଯ୍ୟାୟରେ ୧ ହଜାର ୩୫୧ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଛନ୍ତି। ଏଡିଆର ଉପରେ … Continue reading ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଜୋରଦାର