www.samajalive.in
Monday, December 15, 2025
15.1 C
Bhubaneswar

ତୃତୀୟ ପର୍ଯ୍ୟାୟରେ ୬ଲୋକସଭା ଓ ୪୨ବିଧାନସଭାରେ ହେବ ଭୋଟ

ଭୁବନେଶ୍ୱର: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ପୋଲିଂ ବୁଥକୁ ଯାଉଛନ୍ତି ପୋଲିଂ କର୍ମଚାରୀ । ଏହି ପର୍ଯ୍ୟାୟରେ ୬ ଲୋକସଭା ଓ ୪୨ଟି ବିଧାନସଭା କ୍ଷେତ୍ରରେ ହେବ ମତଦାନ ଗ୍ରହଣ କରାଯିବ । ମୋଟ ୯୪.୪୮ଲକ୍ଷ ଭୋଟର ମତଦାନ କରିବେ ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ । ୧୦ହଜାର ୫୫୧ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ କରାଯିବ । ୨.୫ ପ୍ରତିଶତ ମତଦାତା ପ୍ରଥମ ଥର ଭୋଟ ଦେବେ ।
୬ଟି ଲୋକସଭା ଆସନରେ ମୋଟ ୬୪ଟି ଜଣ ପ୍ରାର୍ଥୀ ମଇଦାନରେ ରହିଛନ୍ତି । ସେହିପରି ବିଧାନସଭା ୪୨ଟି ଆସନରେ ୩୮୩ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି । ଭୋଟରଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ଯେ ଗାଁ କି ସହର ଯେଉଁଠି ବି ରହିଥା ଭୋଟ ନିଶ୍ଚିନ୍ତ ଦିଅନ୍ତୁ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories