www.samajalive.in
Saturday, December 6, 2025
26.1 C
Bhubaneswar

ଏହି ସ୍ଥାନରେ ରଖନ୍ତୁ ଶଙ୍ଖ, ଟଙ୍କାରେ ଭରିଯିବ ଘର

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁସାରେ ଘରେ ଶଙ୍ଖ ରହିବା ଶୁଭ ବୋଲି କୁହାଯାଏ । ଏଥିରେ ପରିବାରରେ ଖୁସି ଆସିବା ସହ ଶୁଭ ଖବର ମିଳିଥାଏ । ଶଙ୍ଖକୁ ଠାକୁରଘରେ ରଖିବା ଅଧିକ ଶୁଭ ବୋଲି ସମସ୍ତେ ମାନିଥାନ୍ତି । ଖାଲି ସେତିକି ନୁହେଁ, ଏହା ଦ୍ବାରା ବାସ୍ତୁ ଦୋଷ ଦୂର ହୋଇଥାଏ । ଘରର ସମସ୍ତ ଆର୍ଥିକ ସମସ୍ୟା ଦୂର ହେବା ସହ ପରିବାରର ଆୟ ବୃଦ୍ଧି କରିବାରେ ଏହା ସହାୟକ ହୋଇଥାଏ ।

- Advertisement -

ହିନ୍ଦୁ ଧର୍ମର ମାନ୍ୟତା ଅନୁସାରେ ଶଙ୍ଖ ମା ଲକ୍ଷ୍ମୀ ଏବଂ ବିଷ୍ଣୁଙ୍କ ଅତି ପ୍ରିୟ । ଠାକୁର ଘରେ ଶଙ୍ଖ ରଖିବା ଦ୍ବାରା ଘରେ ସକାରାତ୍ମକ ଶକ୍ତି ଖେଳିଥାଏ ଏବଂ ପରିବାରରେ ଶାନ୍ତି ବିରାଜମାନ କରିଥାଏ । ବାସ୍ତୁ ଶାସ୍ତ୍ର ଅନୁସାରେ ଠାକୁରଘରେ ଥିବା ଜଳପାତ୍ର କେବେ ବି ଖାଲି ରଖିବା ଉଚିତ୍ ନୁହେଁ । ଏମିତି ହେବା ଦ୍ବାରା ନାନା ସମସ୍ୟା ଦେଖାଦେଇଥାଏ । ଏହି ପାତ୍ରରେ ତୁଳସୀ କିମ୍ବା ଗଙ୍ଗାଜଳ ରଖିବା ଉଚିତ୍ ।

ଜୁନ୍ ମାସରେ ସୁନା ଭଳି ଏହି ରାଶିଙ୍କ ଭାଗ୍ୟ ଚମକାଇବେ ମା’ଲକ୍ଷ୍ମୀ: ମିଳିବ ଧନ, ଚାକିରି, ଉତ୍ତମ ସ୍ୱାସ୍ଥ୍ୟ..

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories