ଏହି ସ୍ଥାନରେ ରଖନ୍ତୁ ଶଙ୍ଖ, ଟଙ୍କାରେ ଭରିଯିବ ଘର

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁସାରେ ଘରେ ଶଙ୍ଖ ରହିବା ଶୁଭ ବୋଲି କୁହାଯାଏ । ଏଥିରେ ପରିବାରରେ ଖୁସି ଆସିବା ସହ ଶୁଭ ଖବର ମିଳିଥାଏ । ଶଙ୍ଖକୁ ଠାକୁରଘରେ ରଖିବା ଅଧିକ ଶୁଭ ବୋଲି ସମସ୍ତେ ମାନିଥାନ୍ତି । ଖାଲି ସେତିକି ନୁହେଁ, ଏହା ଦ୍ବାରା ବାସ୍ତୁ ଦୋଷ ଦୂର ହୋଇଥାଏ । ଘରର ସମସ୍ତ ଆର୍ଥିକ ସମସ୍ୟା ଦୂର ହେବା ସହ ପରିବାରର ଆୟ ବୃଦ୍ଧି କରିବାରେ ଏହା ସହାୟକ ହୋଇଥାଏ । … Continue reading ଏହି ସ୍ଥାନରେ ରଖନ୍ତୁ ଶଙ୍ଖ, ଟଙ୍କାରେ ଭରିଯିବ ଘର