www.samajalive.in
Saturday, December 6, 2025
16.1 C
Bhubaneswar

କେମିତି ଜଳିଲା ବିମାନ? ଦେଖନ୍ତୁ ଲାଇଭ ଦୃଶ୍ୟ

ସମାଜ ଡିଜିଟାଲ ଡେସ୍କ: ନେପାଳରେ ଉଡାଣ ଭରିଥିବା ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୯ଜଣଙ୍କ ମୃତ୍ୟୁ ହୋଇଛି । କାଠମାଣ୍ଡୁ ତ୍ରିଭୁବନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଦୁର୍ଘଟଣା ବେଳର ଭିଡ଼ିଓ ଭାଇରାଲ ହୋଇଛି । ସୂଚନାଯୋଗ୍ୟ ବିମାନଟି ଉଡାଣ ଭରିବାର କିଛି ସମୟରେ ହିଁ ରନୱେରୁ ଖସିପଡିଥିଲା । ଏହାପରେ ବିମାନରେ ନିଆଁ ଲାଗିବାରୁ ସେଥିରେ ଥିବା ୧୬ଜଣ କ୍ରୁ ମେମ୍ବର ଓ ୩ଜଣ ଇଞ୍ଜିନିୟରଙ୍କ ମୃତ୍ୟୁ ହୋଇଛି ।

 

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories