www.samajalive.in
Saturday, December 13, 2025
26.1 C
Bhubaneswar

ବନ୍ଦ ଘରୁ ୩ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ

ଢେଙ୍କାନାଳ: ଢେଙ୍କାନାଳ ସଦର ଥାନା ଖମାର ଗାଁରେ ଅଭାବନୀୟ ଘଟଣା। ବନ୍ଦ ଘରୁ ୩ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ବାପା, ୪୦ବର୍ଷୀୟା ଝିଅ ଏବଂ ୧୬ ବର୍ଷୀୟ ନାତିର ମୃତଦେହ ଉଦ୍ଧାର କରାଯାଇଛି। ବନ୍ଦ ଘର ବାହାରେ ବୃଦ୍ଧା ମା’ ରହିଥିବା ଜଣାପଡ଼ିଛି। ଖବରପାଇ ଢେଙ୍କାନାଳ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି। ୩ଜଣଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ପୁଲିସ ତଦନ୍ତ ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories