www.samajalive.in
Friday, December 5, 2025
27.1 C
Bhubaneswar

୩ ସେବାୟତ ନିଲମ୍ବିତ

ପୁରୀ : ଶ୍ରୀମନ୍ଦିରର ୩ ସେବାୟତଙ୍କୁ ନିଲମ୍ବନ କଲେ ମୁଖ୍ୟ ପ୍ରଶାସକ । ନାଟ୍ୟମଣ୍ଡପରେ ବେନିୟମ ଭାବେ ଅର୍ଥ ଆଦାୟ ଅଭିଯୋଗରେ ୨ ସେବାୟତଙ୍କୁ ନିଲମ୍ବିତ କରାଯାଇଛି । ବେନାସୁଆରଙ୍କୁ ୨ ମାସ ପାଇଁ ସେବା କାର୍ଯ୍ୟରୁ ନିଲମ୍ବିତ କରାଯାଇଛି ।
ସୂଚନାଯୋଗ୍ୟଯେ , ଶ୍ରୀମନ୍ଦିର ପରିସରରେ ଡାଲଡା ଘିଅ ବ୍ୟବହାର କରିବାରୁ ଜଣେ ନିଲମ୍ବିତ ହୋଇଥିବା ଜଣାପଡିଛି । ନିଲମ୍ବିତ ହୋଇଥିବା ଅନ୍ୟ ଦୁଇ ସୁଆର ବଡ଼ୁସେବକ ନାରାୟଣ ପଣ୍ଡା ଓ ଖୁଣ୍ଟିଆ ସେବକ ରାଜାରାମ ଖୁଣ୍ଟିଆ ଅଟନ୍ତି ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories