www.samajalive.in
Sunday, December 7, 2025
18.1 C
Bhubaneswar

ମଣିପୁରରେ ସେନା ଯବାନଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ ; ୩ ଯବାନ ସହିଦ, ୪ ଆହତ

ମଣିପୁର : ଭାରତ-ମିଆଁମାର ସୀମା ମଣିପୁରରେ ସେନା ଯବାନଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ କରିଥିବା ଗୁରୁବାର ଜଣାପଡ଼ିଛି। ଏହି ଆକ୍ରମଣରେ ଆସାମ ରାଇଫଲର ୩ ଜଣ ଯବାନ ସହିଦ ହୋଇଛନ୍ତି। ୪ ଜଣ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ଇମ୍ଫାନର ପଶ୍ଚିମ ଜିଲାରେ ଥିବା ମିଲିଟାରୀ ହସ୍ପିଟାଲରେ ଭର୍ତି କରାଯାଇଛି। ଏହି ଘଟଣା ବୁଧବାର ବିଳମ୍ବିତ ରାତିରେ ରାଜଧାନୀ ଇମ୍ଫାର ୧୦୦ କଲୋମିଟର ଦୂରରେ ସ୍ଥିତ ଚନ୍ଦେଲ ଜିଲାରେ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଆତଙ୍କବାଦୀମାନେ ପ୍ରଥମେ ଆଇଡ଼ି ବିସ୍ଫୋରଣ କରିଥିଲେ ଓ ପରେ ଗୁଳିଚାଳନା କରିଥିଲେ। ଏବେ ସେଠାକୁ ଅନ୍ୟ ସେନାଙ୍କୁ ସର୍ଚ୍ଚ ଅପରେସନ ପାଇଁ ପଠାଯାଇଛି ବୋଲି ଜଣାଡ଼ପଡ଼ିଛି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories