www.samajalive.in
Wednesday, December 10, 2025
14.1 C
Bhubaneswar

କାଲି ଭୋଟ ଗଣତି, ତ୍ରିସ୍ତରୀୟ ସୁରକ୍ଷା ବଳୟରେ ଷ୍ଟ୍ରଙ୍ଗରୁମ୍‌

ସମାଜଲାଇଭ ଡେସ୍କ: ଶୁକ୍ରବାର ହେବ ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି। ନୂଆପଡ଼ାର ନୂଆ ନେତା କିଏ ହେବ ତାହା ଜାଣିବା ଲାଗି ରାଜ୍ୟବାସୀ ପ୍ରତୀକ୍ଷା କରି ରହିଛନ୍ତି। ତେବେ ଭୋଟ ଗଣତି ପୂର୍ବରୁ ଇଭିଏମ ରଖାଯାଇଥିବା ଷ୍ଟ୍ରଙ୍ଗରୁମକୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରଖାଯାଇଛି। ଷ୍ଟ୍ରଙ୍ଗରୁମ ବାହାରେ ବି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଷ୍ଟ୍ରଙ୍ଗରୁମ ସୁରକ୍ଷା ନେଇ ଏସପି ସମୀକ୍ଷା କରିବା ସମୟରେ ଏହି ତଥ୍ୟ ଦିଆଯାଇଛି।

ଷ୍ଟ୍ରଙ୍ଗରୁମ ସୁରକ୍ଷା ପାଇଁ ଦୁଇ କମ୍ପାନୀ କେନ୍ଦ୍ରୀୟ ବଳ ମୁତୟନ ହୋଇଛନ୍ତି। ଅଧିକୃତ ଓ ପ୍ରବେଶ ଅନୁମତି ପାଇଥିବା ବ୍ୟକ୍ତି ହିଁ ପ୍ରବେଶ କରିପାରିବେ। ଭିତରକୁ ପ୍ରବେଶ ପୂର୍ବରୁ ୩ଟି ସ୍ଥାନରେ ଯାଞ୍ଚ କରାଯିବ। ଆବଶ୍ୟକ ପଡ଼ିଲେ ସୁରକ୍ଷା କର୍ମୀ ବୃଦ୍ଧି କରାଯିବ ବୋଲି ଏସପି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

- Advertisement -

ସୂଚନାଯୋଗ୍ୟ, ଗତ ୧୧ ତାରିଖରେ ନୂଆପଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଚଳିତ ଥର ଐତିହାସିକ ୮୩.୪୫% ଭୋଟିଂ ହୋଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories