www.samajalive.in
Saturday, December 6, 2025
17.1 C
Bhubaneswar

କାଠୁଆ ଘଟଣାର ପୁନରାବୃତ୍ତି : ୩ ବର୍ଷର ଶିଶୁକୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

ଜମ୍ମୁ : ଜାମ୍ମୁ କାଶ୍ମୀରରେ କାଠୁଆ ଘଟଣାର ପୁନରାବୃତ୍ତି ହୋଇଛି। କାଠୁଆ ଜିଲ୍ଲାରେ ଜଣେ ଶିଶୁକୁ ଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ହୋଲିରେ ଜଣେ ମଦ୍ୟପ ବ୍ୟକ୍ତି ତିନି ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ କରିଥିବା ଘଟଣା ଜଣାପଡିଛି। ଏନେଇ କାଠୁଆର ଏସଏସପି ଡା. ଶୈଳେନ୍ଦ୍ର ମିଶ୍ର ବୁଧବାର ସୂଚନା ଦେଇଛନ୍ତି।

ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ବୋଲି ଏସଏସପି କହିଛନ୍ତି। ସେ ମଧ୍ୟ ନିଜର ଅପରାଧ ସ୍ୱୀକାର କରିଛି। ପୀଡିତାକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା ଜାରି ରହିଛି।

- Advertisement -

 

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories