www.samajalive.in
Friday, December 5, 2025
23.1 C
Bhubaneswar

କେନାଲ ଭିତରେ ଅଜଣା ମୃତଦେହ: ମୃତ୍ୟୁର କାରଣ ଅସ୍ପଷ୍ଟ

ଟିଟିଲାଗଡ଼ : ଟିଟିଲାଗଡ଼ ଉପକଣ୍ଠ କୁମୁଡା ପାହାଡ଼ ଶିବ ମନ୍ଦିର ନିକଟରେ ଅଭାବନୀୟ ଘଟଣା ଘଟିଛି।  ମନ୍ଦିର ପଛ ପଟେ ଥିବା ଏକ କେନାଲରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିପାରିନାହିଁ। ମୃତକଙ୍କ ବୟସ ୩୦ରୁ ୩୫ ହେବ ବୋଲି ଅନୁମାନ କରାଯାଉଛି। କେନାଲରେ ମାତ୍ର ୪ ଇଞ୍ଚ ପାଣି ଥିବାରୁ ମୃତ୍ୟୁର କାରଣ ଜଣାପଡ଼ିନାହିଁ l ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories