www.samajalive.in
Saturday, December 6, 2025
16.1 C
Bhubaneswar

ନାରୀ ନିର୍ଯ୍ୟାତନା ନେଇ ଗର୍ଜିଲା ବିଜେଡ଼ି

ଟିଟିଲାଗଡ଼ :  ନାରୀମାନେ ଆମ ରାଜ୍ୟରେ ଅସୁରକ୍ଷିତ ।  ନାରୀଙ୍କୁ ସୁରକ୍ଷା ଦେବାରେ ରାଜ୍ୟ ସରକାର  ସମ୍ପୂର୍ଣ୍ଣ ସ୍ଥାଣୁ ପାଲଟିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଟିଟିଲାଗଡ଼ରେ ଏକ ବିକ୍ଷୋଭ ସମାବେଶ ଅନୁଷ୍ଠିତ ହୋଇଛି। ଦଳର ବରିଷ୍ଠ ନେତା ସୁରେନ୍ଦ୍ର ସିଂଭୋଇ, ଟୁକୁନି ସାହୁଙ୍କ ନେତୃତ୍ୱରେ ଆଜି ଟିଟିଲାଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀର ଯୁବ ଏବଂ ଛାତ୍ର ବିଜେଡ଼ି ନେତା ଓ କର୍ମୀମାନେ ସହରରେ ଵିଶାଳ ବାଇକ ଶୋଭାଯାତ୍ରା ସହ ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ବିଜେଡ଼ି ନେତାମାନେ ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ବିଭିନ୍ନ ସ୍ଲୋଗାନ ସହ କୁଶ ପୁତ୍ତଳିକା ଦାହ କରିଥିଲେ । ଆଇନ ଶୃଙ୍ଖଳା ନେଇ ବ୍ୟାପକ ପୁଲିସ ମୁତୟନ ହୋଇଥିବା ଦେଖିବାକୁ ମିଳିଥିଲା।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories