www.samajalive.in
Tuesday, December 9, 2025
16.1 C
Bhubaneswar

ଭୁବନେଶ୍ୱରରେ ବାଘ ଦେଖାଯିବା ଘଟଣା ; ପାଦଚିହ୍ନ ବାଘର ନୁହେଁ – ବନବିଭାଗ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ବାଘ ଦେଖାଯିବା ଘଟଣାରେ ଶୁକ୍ରବାର ପୂର୍ଣ୍ଣଛେଦ ପଡିଛି। ସଂଗୃହିତ ପାଦଚିହ୍ନ ବାଘର ନୁହେଁ ବୋଲି ବନବିଭାଗ ତରଫରୁ ଶୁକ୍ରବାର ଏହି ସ୍ପଷ୍ଟିକରଣ ଦିଆଯାଇଛି। ପରୀକ୍ଷା ନିରୀକ୍ଷା କରିବାପରେ ଏସିଏଫ୍‍ ଏହି ସୂଚନା ଦେଇଛନ୍ତି। ମାତ୍ର ସୁରକ୍ଷା ଦୃଷ୍ଟିରୁ ପେଟ୍ରୋଲିଂକୁ କଡାକଡି କରିବା ପାଇଁ ବନବିଭାଗ ତରଫରୁ କୁହାଯାଇଛି।
ସୂଚନା ମୁତାବକ, ରାଜଧାନୀ ଭୁବନେଶ୍ୱରର ରଙ୍ଗମାଟିଆ ତଳସାହି ଅଞ୍ଚଳରେ ବାଘ ବୁଲୁଥିବା ସ୍ଥାନୀୟ ଲୋକେ କହିଥିଲେ । ଏନେଇ ବନବିଭାଗ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚିଥିଲା ଏବଂ ସ୍ଥାନୀୟ ଅଞ୍ଚଳରେ ଏକ ପାଦଚିହ୍ନ ଦେଖିବା ପରେ ଏନେଇ ଅଧିକ ଛାନଭିନ କରିଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories