www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରଥମ ଥର ରାଜ୍ୟ ସରକାରଙ୍କ ଉଦ୍ୟମରେ ନଭେମ୍ବର ୧ରୁ ବାଘ ଗଣନା

ଭୁବନେଶ୍ୱର : ପ୍ରଥମ ଥର ରାଜ୍ୟ ସରକାରଙ୍କ ଉଦ୍ୟମରେ ନଭେମ୍ବର ୧ରୁ ରାଜ୍ୟରେ ବାଘ ଗଣନା କାର୍ଯ୍ୟ ଆରମ୍ଭ ହେବ । ପ୍ରଥମ ଥର ରାଜ୍ୟ ସରକାରଙ୍କ ଉଦ୍ୟମରେ ହେବ ବାଘ ଗଣନା। ଜାନୁଆରୀ ୩୧ ତାରିଖ ସୁଦ୍ଧା ବାଘ ଗଣନାର ରିପୋର୍ଟ ଆସିବ। ଏନେଇ ବୁଧବାର ଖବର ମିଳିଛି। ରାଜ୍ୟରେ ୨୦ଟି ବାଘ ଥିବା କେନ୍ଦ୍ର ପକ୍ଷରୁ ସୂଚନା ମିଳିଥିବା ବେଳେ ୨୫ଟି ବାଘ ଥିବା ରାଜ୍ୟ ପକ୍ଷରୁ ଦାବି ହେଉଛି। ଏହାସହ ଆସନ୍ତା ଏପ୍ରିଲରୁ ହାତୀ ଗଣନା ମଧ୍ୟ ହେବ ବୋଲି ପିସିସିଏଫ୍‌‌ଙ୍କ ପକ୍ଷରୁ ସୂଚନା ମିଳିଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories