ଭୁବନେଶ୍ୱର ବିମାନବନ୍ଦର ନିକଟରେ ବାଘ ଆତଙ୍କ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ବାଘ ଆତଙ୍କ । ଭୁବନେଶ୍ୱର ବିମାନବନ୍ଦର ନିକଟରେ ସ୍ଥାନୀୟ ଲୋକେ ବାଘ ଦେଖିବା ପରେ ଭୟଭୀତ ଅବସ୍ଥାରେ ରହିଛନ୍ତି । ବିମାନବନ୍ଦର ଡ୍ରମ୍ପିଙ୍ଗୟାର୍ଡ ନିକଟରେ କାମ କରୁଥିବା ସମୟରେ ବାଘକୁ ଦେଖିଥିବା ଲୋକେ କହିଛନ୍ତି । ସ୍ଥାନୀୟ ଅଞ୍ଚଳରେ ବାଘର ପାଦ ଚିହ୍ନ ମଧ୍ୟ ରହିଛି । ସକାଳ ୯ଟା ୨୯ ମିନିଟ୍‌ରେ ଜଣେ ମହିଳା ବାଘକୁ ଦେଖିବା ପରେ ଭୟର ବାତାବରଣ ଖେଳି ଯାଇଛି । ଖବର ପାଇ ବନବିଭାଗ … Continue reading ଭୁବନେଶ୍ୱର ବିମାନବନ୍ଦର ନିକଟରେ ବାଘ ଆତଙ୍କ