www.samajalive.in
Sunday, December 14, 2025
26.1 C
Bhubaneswar

କୌଣସି ସିନେମାର ଦୃଶ୍ୟଠୁ କମ୍ ନୁହେଁ ବାଘର ଏହି ଲମ୍ବ ଡିଆଁ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ : ଜଙ୍ଗଲରେ ଅନେକ ପ୍ରକାର ଜୀବଜନ୍ତୁ ଥାଆନ୍ତି । ଅନେକ ସମୟରେ ସାମାଜିକ ଗଣମାଧ୍ୟମରେ ଜଙ୍ଗଲର କିଛି ପଶୁପକ୍ଷୀଙ୍କ ଭିଡିଓ ଭାଇରାଲ ହୋଇଥାଏ । ଏବେ ସାମାଜିକ ଗଣମାଧ୍ୟମରେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଏକ ବାଘ ଲମ୍ଫ ମାରୁଥିବା ଦେଖିବାକୁ ମିଳୁଛି । ବାଘର ଏହି ଲମ୍ଫ କୌଣସି ସିନେମାର ଦୃଶ୍ୟଠୁ କମ୍ ନୁହେଁ । ବାଘଟି ପାଣି ଉପରେ ୨୦ ଫୁଟ ଲମ୍ବ ଡିଆଁ ମାରୁଛି । ସୁନ୍ଦରବନର ଏହି ଦୃଶ୍ୟ ଅତି ଦମଦାର ହୋଇଛି ।

- Advertisement -

ସାମାଜିକ ଗଣମାଧ୍ୟମରେ ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି । ଭିଡିଓଟି ସୁନ୍ଦରବନର ବୋଲି କୁହାଯାଇଛି । ପ୍ରାୟ ୧୨ ସେକେଣ୍ଡର ଏହି ଭିଡିଓକୁ ଏପର୍ଯ୍ୟନ୍ତ ୩୬ ହଜାରରୁ ଅଧିକ ଲୋକ ଦେଖିସାରିଲେଣି । ସମସ୍ତେ ଏହାକୁ ପସନ୍ଦ କରିବା ସହ ସେୟାର କରୁଛନ୍ତି ।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories