www.samajalive.in
Sunday, December 14, 2025
26.1 C
Bhubaneswar

ଗାଁ ରାସ୍ତାରେ ବୁଲୁଛି ବାଘ ; ଲୋକେ ଭୟଭୀତ

ନୂଆପଡା : ନୂଆପଡା ଜିଲା ଖରିଆର ରୋଡ ରେଞ୍ଜ ହଳଦୀ ଗାଁ ନିକଟ ରାସ୍ତାରେ ବାଘ ବୁଲୁଥିବାର ଖବର ସୋମବାର ସାମ୍ନାକୁ ଆସିଛି। ଜଙ୍ଗଲ ରାସ୍ତାରେ ପାଟ୍ରୋଲିଂ ବେଳେ ବନ କର୍ମଚାରୀ କଲରାପତରିଆ ବାଘ ଦେଖିଛନ୍ତି। ଏହାସହ ଗାଁଲୋକେ ମଧ୍ୟ ବାଘ ଦେଖି ଭୟଭୀତ ହେବା ସହ ବନ କର୍ମଚାରୀଙ୍କୁ ଖବର ଦେଇଥିଲେ। ଖବର ପାଇ ବନକର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories