www.samajalive.in
Saturday, December 6, 2025
23.1 C
Bhubaneswar

ଓଡିଶାକୁ ଆସିବେ ୫ ମହାବଳ ବାଘ

ଭୁବନେଶ୍ୱର : ଓଡିଶାକୁ ଅଣାଯିବ ୫ ମହାବଳ ବାଘ। ଡେବ୍ରିଗଡ ଅଭୟାରଣ୍ୟ ପାଇଁ ୩ ଓ ଶିମିଳିପାଳ ପାଇଁ ୨ ବାଘ ଅଣାଯିବ। ଅଗଷ୍ଟ ଶେଷ ସୁଦ୍ଧା ଡେବ୍ରିଗଡ ପାଇଁ ମହାରାଷ୍ଟ୍ର, ମଧ୍ୟପ୍ରଦେଶରୁ ଆସିବେ ବାଘ। ଅକ୍ଟୋବର ଶେଷ ସୁଦ୍ଧା ଶିମିଳିପାଳ ପାଇଁ ମଧ୍ୟପ୍ରଦେଶ, ମହାରାଷ୍ଟ୍ରରୁ ବାଘ ଆସିବେ। ୫ ମହାବଳ ବାଘ ଓଡିଶା ଆସିବା ନେଇ ଶୁକ୍ରବାର ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।

ନଖ କାଟିବାର ଶୁଭ ଦିନ ଓ ସମୟ; ପାଳନ କଲେ ହଠାତ୍ ହୁଏ ଧନ ପ୍ରାପ୍ତି, ବଢେ ସୌନ୍ଦର୍ଯ୍ୟ..

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories