www.samajalive.in
Sunday, December 7, 2025
14.1 C
Bhubaneswar

ଦେଖନ୍ତୁ ଭିଡିଓ ; ଏମିତି ଧରାପଡିଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ ବାଘ..

ଭୁବନେଶ୍ୱର : ଧରାପଡିଲା ସହରୀ ବାଘ। ଶୁକ୍ରବାର ସକାଳୁ ବାରିପଦା ସହରର ବୁଢୀଖମାରି ଅଞ୍ଚଳରେ ପଶି ଆସିଥିବା କଲରାପତରିଆ ବାଘକୁ ଦୀର୍ଘ ଚାରି ଘଣ୍ଟା ପରେ ବନ ବିଭାଗ ଟ୍ରାଙ୍କୁଲାଇଜ୍ କରି କାବୁ କରିବାରେ ସକ୍ଷମ ହୋଇଛି। ବାଘଟିର ଲମ୍ବ ପାଞ୍ଚ ଫୁଟ ଓ ଉଚ୍ଚତା ଅଢେଇ ଫୁଟ ହେବ ବୋଲି ଜଣାପଡିଛି। ବାରିପଦା ସହରରୁ କାବୁ ହେଲା କଲରାପତରିଆ ବାଘ। ବାଘ ପଶି ଆସିବା ପରେ ସ୍ଥାନୀୟବାସିନ୍ଦା ଭୟଭୀତ ଅବସ୍ଥାରେ ରହିଥିଲେ। ବୁଢୀଖମାରି ସାହିରେ ବାଘଟି ଆତଙ୍କ ଖେଳାଇଥିଲା।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories