www.samajalive.in
Sunday, December 14, 2025
26.1 C
Bhubaneswar

ଶିମିଳିପାଳରୁ କଳାବାଘ ଛାଲ ଜବତ, ୪ ଗିରଫ

ଖୁଣ୍ଟା: ଶିମିଳିପାଳ ଅଭୟାରଣ୍ୟରୁ ଦୁଇ ତିନି ମାସ ପୂର୍ବରୁ ଶିକାର କରାଯାଇଥିବା ଏକ କଳାବାଘର ଚମଡ଼ା ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୪ ଜଣ ଶିକାରୀଙ୍କୁ ଗିରଫ କରିଛି ବନ ବିଭାଗ। ପୂର୍ବରୁ ଗିରଫ ଶିକାରୀମାନଙ୍କ ବୟାନ ଭିତ୍ତିରେ କାର୍ଯ୍ୟାନୁଷ୍ଠାନରୁ ଏହି ବାଘଛାଲକୁ ଜବତ କରାଯାଇପାରିଛି। ଏହି ଘଟଣାରେ ଉଦଳା ଥାନା ଅନ୍ତର୍ଗତ ତଥା ଡୁକୁରା ବନ୍ୟପ୍ରାଣୀ ବନାଞ୍ଚଳ ବଣିଆଦର ଅଞ୍ଚଳରୁ ୨ ଜଣ ଓ ଦୁବଲାଖୁଣ୍ଟା ଅଞ୍ଚଳରୁ ୨ଜଣ ଶିକାରୀଙ୍କୁ ବନବିଭାଗ ପକ୍ଷରୁ ଗିରଫ କରାଯାଇଥିବାବେଳେ ମାଷ୍ଟରମାଇଣ୍ଡ ଫେରାର ଅଛି। ଘଟଣାର ତଦନ୍ତ ଜରିରହିଛି। ଗୋପନୀୟତା କାରଣରୁ ଏସଟିଆର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଅଧିକ ତଥ୍ୟ ପ୍ରଦାନ କରାଯାଇନାହିଁ।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories