www.samajalive.in
Saturday, December 6, 2025
16.1 C
Bhubaneswar

ଦେଖନ୍ତୁ ଭିଡିଓ ; ବାଘ ସାମ୍ନାକୁ ନାଗ ସାପ ଆସିବା ପରେ..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଅଧିକାଂଶ ସମୟରେ ବନ୍ୟଜନ୍ତୁଙ୍କ ଅନେକ ଭିଡିଓ ଭାଇରାଲ ହୋଇଥାଏ । ବାଘ ଓ ସାପର ଭାଇରାଲ ଭିଡିଓକୁ ଦେଖିବାକୁ ପସନ୍ଦ ମଧ୍ୟ କରି ଥାଆନ୍ତି । ନିକଟରେ ଭାଇରାଲ ହେଉଥିବା ଏକ ଭିଡିଓକୁ ଲୋକେ ବାରମ୍ବାର ଦେଖିବାକୁ ପସନ୍ଦ କରୁଛନ୍ତି । ଭିଡିଓଟିକୁ ଦେଖିଲେ ଭୟଭୀତ ମଧ୍ୟ ଲାଗିବ । ପ୍ରକୃତି ଓ ଜୀବଜନ୍ତୁ ପ୍ରେମୀ ଭିଡିଓକୁ ଅଧିକ ପସନ୍ଦ କରୁଛନ୍ତି।


ଏହି ଭିଡିଓରେ ଦେଖିପାରିବେ, ଜଙ୍ଗଲ ମଧ୍ୟରେ ଏକ ରାସ୍ତାରେ ବାଘ ଚାଲି ଚାଲି ଯାଉଛି। ମାତ୍ର ହଠାତ୍‌ ସେହି ରାସ୍ତାରେ ବାଘ ସାମ୍ନାକୁ ଏକ ନାଗ ସାପ ଆସୁଛି । ସାପଟିକୁ ଦେଖି ବାଘ ଭୟଭୀତ ହୋଇ ପଛକୁ ପଛକୁ ଯାଉଥିବା ଭିଡିଓରେ ଦେଖିପାରିବେ।

ଭିଡିଓରେ ଦେଖନ୍ତୁ; ବନ୍ଦେ ଭାରତ ଏକ୍ସପ୍ରେସରେ ଡାଲିରୁ ବାହାରିଲା ମଲା ଅସରପା..

- Advertisement -

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories