www.samajalive.in
Monday, December 15, 2025
24.1 C
Bhubaneswar

ସଫଟ୍ରି ପକ୍ଷରୁ ବନ୍ୟା ବିପନ୍ନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ତିଗିରିଆ: ତିଗିରିଆ ବ୍ଲକ ବନ୍ୟା ପ୍ରଭାବିତ ଗଦାଧରପୁର ପଞ୍ଚାୟତର ବିଭିନ୍ନ ଗ୍ରାମରେ କଟକ ସିଡ଼ିଏସ୍ଥିତ ସଫଟ୍ରି ଟେକ୍ନୋଲୋଜି ପ୍ରାଇଭେଟ ଲିମିଟେଡ଼ ପକ୍ଷରୁ ବିପନ୍ନଙ୍କୁ ଶୁଖିଲା ଖାଦ୍ୟ ପ୍ରଦାନ କରାଯାଇଛି। ଅନୁଷ୍ଠାନର ମାଲିକ ଶ୍ରୀକାନ୍ତ କୁମାର ବାରିକ୍‍ ନିଜେ ଉପସ୍ଥିତ ରହି ଗଦାଧରପୁର ପଞ୍ଚାୟତର ହରିଶରଣପୁର, କୋଇଲକନ୍ୟା, ରଘୁରାମପୁର ଏବଂ କଣ୍ଠିପୁର ଗ୍ରାମର ବନ୍ୟା ବିପନ୍ନ ସମସ୍ତ ପରିବାର ସହିତ ଗଦାଧରପୁର ଗ୍ରାମର ଅନୁସୂଚିତ ଜାତି ବର୍ଗର ପରିବାର, ଭିନ୍ନକ୍ଷମ ଏବଂ ବିଧବା ମହିଳାମାନଙ୍କୁ ଶୁଖିଲା ଖାଦ୍ୟ ପୁଡ଼ିଆ ଚୁଡ଼ା, ଚିନି ଓ ବିସ୍କୁଟ ପ୍ରଦାନ କରିବା ସହିତ ସେମାନଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ।

Hot this week

ରାତିରେ ସ୍ଵେଟର ଏବଂ ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories