www.samajalive.in
Monday, December 8, 2025
20.1 C
Bhubaneswar

ନାବାଳିକା ଦୁଷ୍କର୍ମୀକୁ ୧୦ ବର୍ଷ ଜେଲ, ପୀଡ଼ିତାକୁ ୪ଲକ୍ଷ କ୍ଷତିପୂରଣ ଦେବାକୁ ନିର୍ଦେଶ

ତିଗିରିଆ: ତିଗିରିଆ ଥାନା ଅଞ୍ଚଳରେ ନାବାଳିକା ଦୁଷ୍କର୍ମ ଘଟଣାରେ ଦୁଷ୍କର୍ମୀକୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ଦୋଷୀ ଦିଗାମ୍ବର ପ୍ରଧାନକୁ ପକ୍ସୋ କୋର୍ଟ ୧୦ବର୍ଷ ଜେଲ ଦଣ୍ଡ ଦେଇଛନ୍ତି। ପୀଡ଼ିତାକୁ ୪ଲକ୍ଷ କ୍ଷତିପୂରଣ ପାଇଁ ଜିଲା ଆଇନ ପ୍ରାଧିକରଣକୁ ନିର୍ଦେଶ ଦିଆଯାଇଛି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories